chief minister naveen patnaik inaugurated various projects in kotia

  • 3 years ago
#ନବୀନ_ଯିବେ_କୋଟିଆ
ଆଜି କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ବାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଥିବା ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।
#Odisha #Naveen_Patnaik #Biju_Janata_Dal #Odisha

Recommended