ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ପୁଣି ଥରେ ମୁହଁ ଖୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ପୀଡ଼ିତା ଖୋଦ୍ ଅଂଜନା ମିଶ୍ର । କହିଛନ୍ତି, ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ସୁରକ୍ଷା ଦେବାକୁ ଚେଷ୍ଟା କରାଯାଉଛି । କିଛି ପ୍ରଭାବଶାଳୀ ବ୍ୟକ୍ତି, ପରଦା ପଛରେ ରହି ତାକୁ ବଂଚାଇବାକୁ ଚେଷ୍ଟା କରୁଥିବା ସେ ଅଭିଯୋଗ କରିଛନ୍ତି । OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts. Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.