Skip to player
Skip to main content
Search
Connect
Watch fullscreen
Like
Bookmark
Share
More
Add to Playlist
Report
ବାଲୁକା କଳାରେ ଗୁଣ୍ଡିଚା ଯାତ୍ରା, ମହାପ୍ରଭୁଙ୍କ 101 ପ୍ରତିକୃତି ଗଢିଦେଲେ ସୁଦର୍ଶନ
ETVBHARAT
Follow
7 months ago
Sand art Ratha Yatra, ପୁରୀ: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ପବିତ୍ର ରଥଯାତ୍ରାର ଶୁଭ ମୁହୂର୍ତ୍ତ ଆଜି ଆସି ପହଞ୍ଚିଛି । ବିଶ୍ୱ ନିୟନ୍ତା ଆଜି ରଥାଋଢ଼ ହୋଇ ଜନ୍ମବେଦୀ ଅଭିମୁଖେ ଗସ୍ତ ଆରମ୍ଭ କରିବେ । ସାଙ୍ଗରେ ବଡ ଠାକୁର ଓ ଦେବୀ ସୁଭଦ୍ରା ଗୁଣ୍ଡିଚା ଯାତ୍ରାରେ ଯିବେ । ସାରା ବିଶ୍ୱ ଏହି ପବିତ୍ର ଯାତ୍ରାର ଅଂଶ ହେବାକୁ ଅପେକ୍ଷା କରି ରହିଛି । ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ବାଲୁକାରେ ସୁନ୍ଦର କଳାକୃତି ନିର୍ମାଣ କରିଛନ୍ତି ।ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କୁ ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ:ପବିତ୍ର ରଥଯାତ୍ରା ଅବସରରେ ସବୁ ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର କଳାକୃତି ନିର୍ମାଣ କରି ସୁଦର୍ଶନ ପଟ୍ଟନାୟକ ରଥଯାତ୍ରାର ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । ସୁଦର୍ଶନ ପଟ୍ଟନାୟକ ବାଲୁକାରେ ମହାପ୍ରଭୁଙ୍କ 101ଟି ବାଲୁକା ମୂର୍ତ୍ତି ସହ ତିନିଟି ବାଲୁକା ରଥ ନିର୍ମାଣ କରିଛନ୍ତି । ଏଭଳି ଏକ ଅନନ୍ୟ କଳାକୃତିକୁ ଦେଖିବା ପାଇଁ ପୁରୀ ବେଳାଭୂମିରେ ଭକ୍ତ ଓ ପର୍ଯ୍ୟଟକଙ୍କ ବେଶ୍ ଭିଡ଼ ପରିଲକ୍ଷିତ ହୋଇଥଲା ।
ଏହା ମଧ୍ୟ ପଢନ୍ତୁ:ଲାଇଭ ପବିତ୍ର ରଥଯାତ୍ରା: ମଣିମାଙ୍କ ଅପେକ୍ଷାରେ ବଡ଼ଦାଣ୍ଡଜଗା ପ୍ରେମ: 43 ବର୍ଷ ଧରି ଖାଲି ପାଦରେ ଯାଜପୁରରୁ ଆସୁଛନ୍ତି ପୁରୀଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
Category
🗞
News
Transcript
Display full video transcript
00:00
Music
Be the first to comment
Add your comment
Recommended
1:07
|
Up next
ନେପାଳରେ ଶାନ୍ତି ଫେରାଇ ଆଣିବାକୁ ବାଲୁକା କଳାରେ ସୁଦର୍ଶନଙ୍କ ବାର୍ତ୍ତା
ETVBHARAT
4 months ago
1:28
ରସଗୋଲା ଦିବସର ଶୁଭେଚ୍ଛା ଦେଲେ ସୁଦର୍ଶନ, ବାଲୁକାରେ ଗଢିଲେ ରସଗୋଲା ଭରା 100ଟି କୁଡୁଆ
ETVBHARAT
6 months ago
3:13
ଜଗା ପ୍ରେମ: 43 ବର୍ଷ ଧରି ଖାଲି ପାଦରେ ଯାଜପୁରରୁ ଆସୁଛନ୍ତି ପୁରୀ
ETVBHARAT
7 months ago
1:13
ବାଲିଯାତ୍ରାରେ ମୁଖ୍ୟ ଆକର୍ଷଣ ସାଜିବ ବୋଇତ, ଲାଗିଛନ୍ତି 60 କାରିଗର
ETVBHARAT
3 months ago
3:31
ରାଜଧାନୀରେ ନିଆରା ରକ୍ଷା ବନ୍ଧନ, ଗଛରେ ଅର୍ଗାନିକ ରାକ୍ଷୀ ବାନ୍ଧିଲେ ମହିଳା
ETVBHARAT
5 months ago
1:27
ଆରମ୍ଭ ହେଲା ଛଟ୍ ମହାପର୍ବ, 'ନାହାୟ-ଖାୟ' ପାଳିଲେ ଶ୍ରଦ୍ଧାଳୁ
ETVBHARAT
3 months ago
3:15
Watch: ରଣପୁର ମହୋତ୍ସବ 'ଅର୍ଜୁନ', ଓଡ଼ିଶୀ ନୃତ୍ୟ-ମେଲୋଡିରେ ଝୁମିଲେ ଦର୍ଶକ
ETVBHARAT
1 week ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
3 months ago
1:27
ବିକଶିତ ଭାରତ ସଂକଳ୍ପ ପୂର୍ଣ୍ଣ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କଲି: ଲୋକସଭା ବାଚସ୍ପତି
ETVBHARAT
5 months ago
1:12
ବାଲୁକା କଳାରେ ପହଲଗାମ ମୃତକଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଞ୍ଜଳି
ETVBHARAT
9 months ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
7 months ago
4:20
ମାତା ପାର୍ବତୀଙ୍କ ପିତା ହେଲେ ଦିନମଜୁରିଆ ଜୟଦେବ, ଖୁସିରେ ନାଚୁଛି ଟୁଟୁସିଙ୍ଗା
ETVBHARAT
8 months ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
7 months ago
2:51
ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ
ETVBHARAT
1 year ago
1:46
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
1 year ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
2 months ago
3:08
ଜୁଏଲ ଓରାମ ଙ୍କ ସହ 121
ETVBHARAT
1 year ago
1:41
ଫ୍ଲାଏଓଭରରୁ ରେଲୱେ ଟ୍ରାକକୁ ଖସିଲା କାର, ଘଣ୍ଟାଏ ଯାଏଁ ଟ୍ରେନ ଚଳାଚଳ ବନ୍ଦ
ETVBHARAT
4 months ago
1:10
ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ
ETVBHARAT
3 months ago
1:51
ସାନ୍ତାଳୀ ଭାଷା ଦିବସ: ରଘୁନାଥ ମୁର୍ମୁଙ୍କ ସ୍ମୃତି ସାଉଁଟିଲେ ବିଧାୟକ, ନାଚ ଗୀତରେ ଝୁମିଲା ମୟୂରଭଞ୍ଜ
ETVBHARAT
4 weeks ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
2 months ago
2:56
ବ୍ରହ୍ମପୁର ମଣ୍ଡଳ କାରାଗାରରେ ପାଳିତ ହେଲା ଶହୀଦ ଲକ୍ଷ୍ମଣ ନାୟକଙ୍କ 126 ତମ ଜୟନ୍ତୀ
ETVBHARAT
2 months ago
1:31
ନଦୀ ପାର ବେଳେ ଭାସିଗଲେ ହାତୀପଲ, ଉଦ୍ଧାର ପାଇଁ ନାକେଦମ୍ ବନବିଭାଗ
ETVBHARAT
7 months ago
2:08
खैरागढ़ में बनेगा हाईटेक अस्पताल, 100 लोगों की होगी जिला स्तर पर भर्तियां, स्वास्थ्य मंत्री ने किया ऐलान
ETVBHARAT
9 minutes ago
5:05
మేడారంలో నేడు కేబినెట్ భేటీ - మున్సిపల్ ఎన్నికలు సహా కీలకాంశాలపై చర్చ
ETVBHARAT
18 minutes ago
Be the first to comment