Skip to player
Skip to main content
Search
Connect
Watch fullscreen
Like
Bookmark
Share
More
Add to Playlist
Report
ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ
ETVBHARAT
Follow
3 months ago
ଭଦ୍ରକ: କାଳୀ ପୂଜା ପାଇଁ ଉତ୍ସବମୁଖର ଭଦ୍ରକ । ସହରଠାରୁ ମାତ୍ର ନଅ କିଲୋମିଟର ଦୂର, ପୁଣ୍ୟତୋୟା ସାଳନ୍ଦୀ ନଦୀ କୂଳରେ ଅବସ୍ଥିତ ମା' ଭଦ୍ରକାଳୀଙ୍କ ପୀଠ । ପୁରାଣ ପ୍ରସିଦ୍ଧ ଏହି ଶକ୍ତି ପୀଠ, କାଳୀ ପୂଜା ପାଇଁ ବେଶ ଚଳଚଞ୍ଚଳ । ଗତକାଲିଠାରୁ ରୀତିନୀତି ଅନୁସାରେ ମା' ଭଦ୍ରକ କାଳୀ ପୂଜା ଆରମ୍ଭ ହୋଇଥିବା ବେଳେ ଆସନ୍ତା 26 ତାରିଖ ପର୍ଯ୍ୟନ୍ତ ଏଠାରେ ସ୍ବତନ୍ତ୍ର ପୂଜା ଅନୁଷ୍ଠିତ ହେବ । ଏହି ପୀଠରେ ମା' ସଦାସର୍ବଦା ବିଶ୍ବମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ କାଳୀ ପୂଜା ଅବସରରେ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।ଆଜି ମା'ଭଦ୍ରକାଳୀଙ୍କ ମହାକାଳୀ ବେଶ:ପ୍ରଥମେ ମା' ଭଦ୍ରକାଳୀ ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିବା ବେଳେ ଏହି ବେଶ ଦର୍ଶନ କଲେ ଦିବ୍ୟ ଜ୍ଞାନ ଅର୍ଜନ ସହିତ ସମସ୍ତ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ବାସ ରହିଛି । ସେହିପରି ଆଜି ଦ୍ଵିତୀୟ ଦିନରେ ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମା' ଭଦ୍ରକାଳୀ । ସାଧାରଣତଃ ମା' ହେଉଛନ୍ତି ଏଠି ଶାନ୍ତ, ଶିଷ୍ଟ, ଭଦ୍ର ତଥା କମନୀୟ । କିନ୍ତୁ ମହାକାଳୀ ରୂପ ଧାରଣ କରି ମା' ଭକ୍ତମାନଙ୍କୁ ସୂଚାନ୍ତି ଯେ, ତମେ ଅସୁର ପ୍ରବୃତ୍ତି ପରିହାର କରି, ସତ୍ୟ ଧର୍ମ ପଥରେ ପରିଚାଲିତ ହୁଅ । ତେବେ ଯାଇ ମୋ ଆଶିଷ ଲାଭ କରିବ। ଯାହାକି ମଣିଷ ଆସୁରିକ ପ୍ରବୃତ୍ତିରୁ କ୍ଷାନ୍ତ ହେବା ପାଇଁ ମା'ଙ୍କର ଏହି ଉଗ୍ରରୂପ। ଏହି ବେଶରେ ମା'ଙ୍କୁ ଦର୍ଶନ କଲେ ଅସମ୍ଭବ କାର୍ଯ୍ୟ ସମ୍ଭବ ହୁଏ ବୋଲି ବିଶ୍ଵାସ ରହିଛି । ମା' ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ:ଆସନ୍ତାକାଲି ସପ୍ତମାତୃକା ବେଶର ତୃତୀୟ ଦିନରେ ମା' ରାଜ ରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଗୁରୁବାର ଦିନ ସିଂହ ବାହିନୀ, ଶୁକ୍ରବାର ଜଗଦ୍ଧାତ୍ରୀ, ଶନିବାର ମହା ସରସ୍ବତୀ ଏବଂ ରବିବାର ତଥା ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ପୂଜା ପାଇବେ । ସେପଟେ ମନ୍ଦିରରେ ମା'ଙ୍କ ଦର୍ଶନ ଲାଗି ଭକ୍ତମାନଙ୍କ ମଧ୍ୟରେ ଆହେତୁକ ଉତ୍କଣ୍ଠା ପରିଲକ୍ଷିତ ହୋଇଛି । ଏହା ମଧ୍ୟ ପଢନ୍ତୁ... ମା' ଶ୍ୟାମାକାଳୀଙ୍କ ପୂଜା ପାଇଁ ଚଳଚଞ୍ଚଳ ଯାଜପୁର, ଶେଷ ହେଲା କଳସ ବିସର୍ଜନ - JAJPUR MAA SHYAMA KALI PUJA ଏହା ମଧ୍ୟ ପଢନ୍ତୁ...1000 ଦୀପରେ ବାଲୁକା କଳା, ଦୀପାବଳି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ - DIWALI 2025 ଏହା ମଧ୍ୟ ପଢନ୍ତୁ...ହଜାର ବର୍ଷର ପୋଡପୋଡା କାଳୀ ପୂଜା, ବଙ୍ଗୀୟ ରୀତିନୀତିରେ ପୂଜା ପାଆନ୍ତି ମା’ଇଟିଭି ଭାରତ, ଭଦ୍ରକ
Category
🗞
News
Be the first to comment
Add your comment
Recommended
4:31
|
Up next
କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି... ଏମିତି କହିଲେ ସିଦ୍ଧାନ୍ତ
ETVBHARAT
4 months ago
4:26
ନୂଆପଡା ଉପନିର୍ବାଚନ ଫାଇଟ୍; ସ୍ୱାଧୀନ ପ୍ରାର୍ଥୀ ଲୋଚନ ମାଝୀଙ୍କ ଜୋରଦାର ପ୍ରଚାର, କହିଲେ 'ସବୁ ବର୍ଗର ଭୋଟ ମିଳିବ, ବିଜୟୀ ହେବି'
ETVBHARAT
2 months ago
2:54
ହରିବୋଲ ହୁଳହୁଳିରେ ଗୁଞ୍ଜରିତ ହବିଷ୍ୟାଳି ଶିବିର, ରାଧା-କୃଷ୍ଣ ଜପରେ କଟୁଛି ଦିନ
ETVBHARAT
3 months ago
2:53
'ତତେ ମାରିବ ଯିଏ ଗୋପପୁରରେ ବଢ଼ୁଛି ସିଏ' ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1 year ago
2:53
ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1 year ago
3:17
ଚକେଇସିଆଣୀରେ ଚକ୍ଚକ୍ କରୁଛି ୬୫ ଫୁଟ ରୂପା ରାଜପ୍ରସାଦ
ETVBHARAT
3 months ago
2:51
ଗୋପପୁରରୁ ଶୋକାକୁଳ ପରିବେଷରେ ବିଦାୟ ନେଲେ କୃଷ୍ଣ-ବଳରାମ
ETVBHARAT
1 year ago
2:49
ବିରାଜିଲେ ଧନଦାତ୍ରୀ, ଶିଳ୍ପ ନଗରୀର ୪୫ ମଣ୍ଡପରେ ପୂଜା ପାଉଛନ୍ତି ମା'
ETVBHARAT
3 months ago
4:03
ରଥଯାତ୍ରା 2025: ମହାପ୍ରଭୁଙ୍କ ପାଇଁ ଛାତ୍ର ଗଢିଦେଲେ 3 ରଥ
ETVBHARAT
7 months ago
2:47
ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ କିଲୋର ରୂପା ଶଙ୍ଖ ଦାନ କଲେ ଭକ୍ତ
ETVBHARAT
1 year ago
3:28
ଆଜିଠୁ ମା' ବିରଜାଙ୍କ ନବରାତ୍ର ପୂଜା ସହ ନବଦିନାତ୍ମକ ରଥଯାତ୍ରା
ETVBHARAT
4 months ago
3:58
ଭାରତୀୟ ଜାତୀୟ ଟେବୁଲ ଟେନିସ କୋଚଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର
ETVBHARAT
3 months ago
3:26
ସବୁଜ ଦୀପାବଳି ପାଳିବେ ବସ୍ତି ପିଲା, ପ୍ରଦୂଷଣ ରୋକିବାକୁ ଦିଆଗଲା ବାର୍ତ୍ତା
ETVBHARAT
3 months ago
3:37
ବାରବାଟୀ ମ୍ୟାଚ୍ ଦେଖିବା ପାଇଁ ଷ୍ଟାଡିୟମ ନିକଟରେ ଜମିଲାଣି ଫ୍ୟାନ୍ସ ଙ୍କ ଭିଡ଼
ETVBHARAT
5 weeks ago
1:03
ସୁନା ବେଶରେ ଦର୍ଶନ ଦେଲେ ମା' କଟକ ଚଣ୍ଡୀ
ETVBHARAT
4 months ago
4:09
କୋଣାର୍କ ମହୋତ୍ସବ: ଓଡ଼ିଶୀ ନୃତ୍ୟ ଦେଖି ଅଭିଭୂତ ହେଲେ ରାଜ୍ୟପାଳ
ETVBHARAT
5 weeks ago
1:44
ମହାପ୍ରଭୁଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ
ETVBHARAT
8 months ago
2:24
ଚିନ୍ତା ବଢ଼ାଇଛି ପ୍ରଦୂଷଣ, ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବାକୁ ଅନୁଗୋଳରୁ ସାଇକେଲ ଯାତ୍ରା
ETVBHARAT
1 year ago
2:15
ବ୍ୟଞ୍ଜନ ଦ୍ବାଦଶୀ: 108 ପ୍ରକାର ବ୍ୟଞ୍ଜନରେ ତୃପ୍ତ ହେଲେ ପ୍ରଭୁ ସିଦ୍ଧ ଜଗନ୍ନାଥ
ETVBHARAT
6 weeks ago
2:28
ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା, ସଫା ହେଲା ବିନ୍ଦୁ ସାଗର, ବଢୁଛି ସୋଲ ଡ଼ଙ୍ଗାର ଚାହିଦା
ETVBHARAT
2 months ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
7 months ago
4:45
ଓଡିଶା ଟେବୁଲ ଟେନିସ ଆସୋସିଏସନ ବ୍ରାଣ୍ଡ ଆମ୍ବାସାଡର ଶରଥ କମଲଙ୍କ ସହ ସାକ୍ଷାତକାର
ETVBHARAT
3 months ago
1:41
ବୁଢ଼ାରାଜାଙ୍କ ଦଶହରା ଶେଷ, ଜମିଲା ଘୁମୁରା ଓ ଘଣ୍ଟଘଣ୍ଟା ନାଚ
ETVBHARAT
3 months ago
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
1 year ago
3:46
ଆନ୍ତଃରାଜ୍ୟ ପୁଞ୍ଜି ନିବେଶ ସ୍କାମ୍ ପର୍ଦ୍ଦାଫାସ, ବ୍ୟାଙ୍କ କର୍ମଚାରୀଙ୍କ ସମେତ ୭ ଗିରଫ
ETVBHARAT
19 minutes ago
Be the first to comment