Skip to player
Skip to main content
Search
Connect
Watch fullscreen
Like
Bookmark
Share
More
Add to Playlist
Report
'ବନ୍ଦେ ମାତରମ୍'ର ୧୫୦ ବର୍ଷ ପୂର୍ତ୍ତି, ବାଲୁକା ଆନିମେସନ୍ ପ୍ରସ୍ତୁତ କଲେ ଶିଳ୍ପୀ ମାନସ
ETVBHARAT
Follow
2 months ago
ପୁରୀ: ରାଷ୍ଟ୍ରୀୟ ଗୀତ 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ବାଲୁକା ଆନିମେସନ୍ ତିଆରି କରିଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହି ଆନିମେସନ୍ରେ ସେ ସୁନ୍ଦର ଭାବରେ 'ବନ୍ଦେ ମାତରମ୍' ଗୀତର ଯାତ୍ରାକୁ ଚିତ୍ରିତ କରିଛନ୍ତି । ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଦ୍ୱାରା ରଚିତ ଏହି ଅମର ଗୀତ କିପରି ଭାରତୀୟ ସ୍ଵାଧୀନତା ଆନ୍ଦୋଳନକୁ ପ୍ରେରିତ କରିଥିଲା, ତାହା ଏହି ବାଲୁକା କଳାକୃତିରେ ସ୍ପଷ୍ଟ ଭାବେ ପ୍ରକାଶ କରିଛନ୍ତି ।
ଦୁଇ ମିନିଟ୍ ତିରିଶି ସେକେଣ୍ଡର ଏହି ବାଲୁକା ଆନିମେସନ୍ ମାନସ କୁମାର ସାହୁଙ୍କ ପୁରୀରେ ଥିବା ଓଡ଼ିଶାର ସ୍ୟାଣ୍ଡ ଆନିମେସନ୍ ଷ୍ଟୁଡିଓରେ ସୃଜିତ ହୋଇଛି । ଏହି ଆନିମେସନ୍କୁ ସମ୍ପୂର୍ଣ୍ଣ କରିବା ପାଇଁ ତାଙ୍କୁ ପ୍ରାୟ ଦୁଇ ଦିନ ସମୟ ଲାଗିଛି । ଏହି ସୃଜନଶୀଳ ପ୍ରୟାସ ମାଧ୍ୟମରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଏହି ଶିଳ୍ପୀ ପୁନର୍ବାର ତାଙ୍କ ଶିଳ୍ପୀୟ ପାରଦର୍ଶିତା ଓ ଭାରତର ସମୃଦ୍ଧ ସାଂସ୍କୃତିକ ଓ ଦେଶଭକ୍ତିମୟ ଐତିହ୍ୟ ପ୍ରତି ଗଭୀର ଶ୍ରଦ୍ଧା ଦେଖାଇଛନ୍ତି ।ଏହା ମଧ୍ୟ ପଢ଼ନ୍ତୁ...ବାଲୁକାରେ ବୋଇତ, ୱାଲର୍ଡ ରେକର୍ଡ୍ସ ବୁକ୍ ଅଫ ଇଣ୍ଡିଆରେ ସୁଦର୍ଶନ ପଟ୍ଟନାୟକବାଲୁକା ଚିତ୍ରକଳାରେ ବିଶ୍ଵକପ ବିଜୟୀ ମହିଳା କ୍ରିକେଟ ଟିମକୁ ଶୁଭେଚ୍ଛାବାଲୁକା ଶିଳ୍ପୀ ମାନସ କୁମାର ସାହୁ କହିଛନ୍ତି, "ବନ୍ଦେ ମାତରମ କେବଳ ଏକ ଶବ୍ଦ କି କବିତା ନୁହେଁ, ଏହା କୋଟି କୋଟି ଭାରତୀୟଙ୍କ ହୃଦୟର କଥା । କୋଟି କୋଟି ଭାରତୀୟ ବନ୍ଦେ ମାତରମ୍ କହି ଏକାଠି ହୋଇଯାଆନ୍ତି ଦେଶମାତୃକା ପାଇଁ ଜୀବନ ଦେବା ପାଇଁ । ସ୍ବତନ୍ତ୍ର ଭାରତ ଗଠନ କରିବା ପାଇଁ ବନ୍ଦେ ମାତରମ ଏକ ମସାଲ ଭଳି କାମ ଦେଇଥିଲା । ଏହାର ଲେଖକ ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କୁ କୋଟି କୋଟି ପ୍ରଣାମ । ତାଙ୍କ ଲେଖା ଦେଶର ସ୍ବତନ୍ତ୍ରତା ପାଇଁ ମସାଲ ଭଳି କାମ କରିଥିଲା । ଏହି ସ୍ୟାଣ୍ଡ ଆନିମେସନ୍କୁ ଆମେ ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ପାଇଁ ସମର୍ପିତ କରୁଛି ।"
ଇଟିଭି ଭାରତ, ପୁରୀ
Category
🗞
News
Transcript
Display full video transcript
00:00
Thank you for listening.
00:30
Transcription by CastingWords
01:00
CastingWords
01:30
CastingWords
01:59
CastingWords
02:29
We could have completed the Sampurna in two days before we could have completed the Sian Animation film.
02:37
So, we really liked the Sian Animation film.
Be the first to comment
Add your comment
Recommended
2:51
|
Up next
କଳାହାଣ୍ଡିରେ ରାହାଗିରି ଉତ୍ସବ ଅନୁଷ୍ଠିତ
ETVBHARAT
1 year ago
2:13
ମାଲ୍ୟବନ୍ତ ମହୋତ୍ସବ-୨୦୨୫, ଉନ୍ମୋଚନ ହେଲା ପୋଷ୍ଟର
ETVBHARAT
7 weeks ago
4:58
ରିଲିଜ ହେଲା ଓଡ଼ିଆ ଚଳଚ୍ଚିତ୍ର 'ରଙ୍ଗାଶୁର'
ETVBHARAT
1 year ago
2:47
କମ୍ପାନୀକୁ ବିରୋଧ, ଝାରସୁଗୁଡ଼ା ଜିଲ୍ଲାପାଳ ଅଫିସ ଘେରାଉ କଲେ ଗ୍ରାମବାସୀ
ETVBHARAT
1 year ago
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
1 year ago
2:52
ପାରମ୍ପରିକ ବାଦ୍ୟରେ ଦୁଲୁକିଲା ରେଶମ ସହର, ମେଲାଣି ନେଇଛନ୍ତି ମା'
ETVBHARAT
4 months ago
1:41
ବୁଢ଼ାରାଜାଙ୍କ ଦଶହରା ଶେଷ, ଜମିଲା ଘୁମୁରା ଓ ଘଣ୍ଟଘଣ୍ଟା ନାଚ
ETVBHARAT
3 months ago
3:54
ଦୁଲୁକିଲା ରେଣ୍ଡୋ ମାଝୀ ମଞ୍ଚ, ଉଦଘାତିଟ ହେଲା ଘୁମୁରା 2026
ETVBHARAT
3 days ago
1:24
ଘୁମୁରା ଉତ୍ସବ ପୂର୍ବରୁ ନୌକାଚାଳନା ଓ ତୀରନ୍ଦାଜୀ ପ୍ରତିଯୋଗିତା ଅନୁଷ୍ଠିତ
ETVBHARAT
1 week ago
5:37
ଗୋପାଳପୁରରେ ଉଦଘାଟିତ ସାଉଥ୍ ଏସିଆନ ମୈତ୍ରୀ ସମ୍ମିଳନୀ, ଯୋଗ ଦେଲେ ବିଭିନ୍ନ ରାଜ୍ୟର ପ୍ରତିନିଧି
ETVBHARAT
5 weeks ago
3:37
ଜମୁଛି କୋଣାର୍କ ମହୋତ୍ସବ, ତୃତୀୟ ସନ୍ଧ୍ୟାରେ ମନ୍ତ୍ରମୁଗ୍ଧ କଲା ଓଡ଼ିଶୀ
ETVBHARAT
6 weeks ago
1:41
ଫ୍ଲାଏଓଭରରୁ ରେଲୱେ ଟ୍ରାକକୁ ଖସିଲା କାର, ଘଣ୍ଟାଏ ଯାଏଁ ଟ୍ରେନ ଚଳାଚଳ ବନ୍ଦ
ETVBHARAT
4 months ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
3 months ago
3:37
ପାରମ୍ପାରିକ ବାଦ୍ୟରେ ପ୍ରକମ୍ପିତ ପରିବେଶ, ମା' ଡୋକରିଙ୍କ ଛତର ଯାତ୍ରା ଅନୁଷ୍ଠିତ
ETVBHARAT
4 months ago
2:03
କାଦୁଅ ରାସ୍ତାରେ ଚାଲି ଚାଲି କନ୍ୟା ଘରେ ପହଞ୍ଚିଲା ବର, ଅଧାରେ ଅଟକିଲା ଡିଜେ ଗାଡି
ETVBHARAT
7 months ago
2:28
ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା, ସଫା ହେଲା ବିନ୍ଦୁ ସାଗର, ବଢୁଛି ସୋଲ ଡ଼ଙ୍ଗାର ଚାହିଦା
ETVBHARAT
3 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
2 months ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
7 months ago
3:28
ଆଜିଠୁ ମା' ବିରଜାଙ୍କ ନବରାତ୍ର ପୂଜା ସହ ନବଦିନାତ୍ମକ ରଥଯାତ୍ରା
ETVBHARAT
4 months ago
3:40
‘ଜୀବନରେ ଜଟିଳତାକୁ ସାମ୍ନା କର, ବୃତ୍ତିଗତ ଭାବରେ ନିଜକୁ ପ୍ରସ୍ତୁତ କର’: ନିଷ୍ଟ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳଙ୍କ ଆହ୍ବାନ
ETVBHARAT
4 weeks ago
2:51
ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ
ETVBHARAT
1 year ago
1:46
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
1 year ago
2:53
ବମିଖାଲରେ ଆକର୍ଷଣୀୟ ସାଜିଛି 'ରାମୋଜୀ ଫିଲ୍ମ ସିଟି'ର ମହାଭାରତ ସେଟ ତୋରଣ
ETVBHARAT
4 months ago
1:51
ସ୍ୟାଣ୍ଡ ଆନିମେସନ ମାଧ୍ଯମରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ବାଲୁକା ଶିଳ୍ପୀ
ETVBHARAT
1 year ago
3:45
10 ಎಕರೆ ಗೋಮಾಳ ಜಮೀನು ವಶಕ್ಕೆ ಪಡೆದ ಬೆಂಗಳೂರು ನಗರ ಜಿಲ್ಲಾಡಳಿತ
ETVBHARAT
18 minutes ago
Be the first to comment