Skip to player
Skip to main content
Search
Connect
Watch fullscreen
Add to Playlist
Report
ETVBHARAT
Follow
ସାନ୍ତାଳୀ ଭାଷା ଦିବସ: ରଘୁନାଥ ମୁର୍ମୁଙ୍କ ସ୍ମୃତି ସାଉଁଟିଲେ ବିଧାୟକ, ନାଚ ଗୀତରେ ଝୁମିଲା ମୟୂରଭଞ୍ଜ
10 months ago
Santali Bhasha Vijay Diwas ରାଇରଙ୍ଗପୁର: ଆଜି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ସାନ୍ତାଳୀ ଭାଷା ଦିବସ ପାଳିତ ହୋଇ ଯାଇଛି । ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି କମିଟି ପକ୍ଷରୁ ବିଜାତଳା ସ୍ଥିତ ବିଜତଳା ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଧ୍ୟ ସାନ୍ତାଳୀ ଭାଷା ଦିବସ ପାଳିତ ହୋଇଥିଲା । ଯେଉଁଥିରେ ଅତିଥି ଭାବେ ସାରସକଣା ବିଧାୟକ ଭାଦବ ହାଁସଦା, ରାଇରଙ୍ଗପୁର ବିଧାୟକ ଜଲେନ ନାୟକ ପ୍ରମୁଖ ଯୋଗ ଦେଇ ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଥିଲେ । ଆଦିବାସୀ ପାରମ୍ପାରିକ ନୃତ୍ୟ ଗୀତରେ ଝୁମିଲା ମୟୂରଭଞ୍ଜ:ପ୍ରଥମେ ରାଇରଙ୍ଗପୁର ସହର ମୁର୍ମୁ ଛକ ସ୍ଥିତ ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଏହାପରେ ବିଜତଳା ହାଟ ପଡ଼ିଆରୁ ଉଚ୍ଚ ବିଦ୍ୟାଳୟ ପଡ଼ିଆ ପର୍ଯ୍ୟନ୍ତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଆଦିବାସି ପାରମ୍ପରିକ ନୃତ୍ୟ ଗୀତ ଓ ପୋଷାକରେ ଶୋଭାଯାତ୍ରା ପରିକ୍ରମା କରିଥିଲେ । ବିଜତଳା ସ୍କୁଲ ପଡ଼ିଆ ଠାରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ବିଜତଳା ବ୍ଲକ ଅନ୍ତର୍ଗତ ସମସ୍ତ ଗ୍ରାମର ମାଝୀ ବାବାଙ୍କୁ ମଞ୍ଚ ଆମନ୍ତ୍ରଣ କରାଯାଇ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା । କେବେଠୁ ପାଳନ ହେଉଛି ସାନ୍ତାଳୀ ଭାଷା ଦିବସ ?୨୦୦୩ ଡିସେମ୍ବର ୨୨ରେ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଆଦିବାସୀ ସାନ୍ତାଳୀ ଭାଷାକୁ ସାମିଲ କରାଯାଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ଉକ୍ତ ଦିବସ ପାଳନ କରାଯାଉଛି । ଏହି ଅବସରରେ ସାନ୍ତାଳୀ ଭାଷା, ଲିପି ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ସମସ୍ତେ ଏକତ୍ରିତ ହୋଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନକୁ ସ୍ମରଣ କରିଥିଲେ ।
ଏହା ମଧ୍ୟ ପଢନ୍ତୁ:'ଓଡ଼ିଆ ଅସ୍ମିତାର ଦୀପଶିଖା କୋରାପୁଟ', ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ 545 କୋଟିର ଭେଟିଆଦିବାସୀ ଇଲାକାରେ ସ୍ବଚ୍ଛତା ଓ ସବୁଜ ଗ୍ରାମ 'ଢର୍ରୋକୁସମ୍', ଗାଁ ପରିବେଶରେ 'ହୋମ ଷ୍ଟେ', ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧାଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ନବୀନ ରାମ, ବରିଷ୍ଠ ନେତା ସଞ୍ଜୀବ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଇଟିଭି ଭାରତ, ମୟୂରଭଞ୍ଜ
Category
🗞
News
Transcript
Display full video transcript
00:00
music
00:04
music
00:08
music
00:10
music
00:12
music
00:14
music
00:22
Thank you very much.
00:52
Thank you very much.
01:22
Thank you very much.
Show less
Recommended
3:04
|
Up next
ନବରାତ୍ରିର ତୃତୀୟ ଦିନ: କଳାକଲି ବେଶରେ ଦର୍ଶନ ଦେଉଛନ୍ତି କାକଟପୁର ମା' ମଙ୍ଗଳା
ETVBHARAT
3 days ago
3:24
ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ, ରଥ ଟାଣିବାକୁ ହଜାର ହଜାର ଭକ୍ତଙ୍କ ସମାଗମ
ETVBHARAT
3 days ago
3:21
ମହାଳୟାରେ ମା' ସମଲେଇଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
ETVBHARAT
6 days ago
0:49
ଶାରଦୀୟ ଷୋଡ଼ଶ ଉପଚାର ପୂଜା ଆରମ୍ଭ: କଟକ ଚଣ୍ଡୀ ଓ ଗଡଚଣ୍ଡୀ ପୀଠରେ ଶ୍ରଦ୍ଧାଳୁଙ୍କ ଗହଳିଚହଳି
ETVBHARAT
2 weeks ago
3:13
କାକଟପୁର ମାଆ ମଙ୍ଗଳାଙ୍କ ଷୋଡ଼ଶ ଉପଚାର ପୂଜା , ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ପୂଜା ଆରାଧନା
ETVBHARAT
2 weeks ago
2:43
ವಿವಿಧ ಬೇಡಿಕೆಗಳ ಈಡೇರಿಕೆಗೆ ಆಗ್ರಹಿಸಿ ನರೇಗಾ ನೌಕರರ ಪ್ರತಿಭಟನೆ
ETVBHARAT
12 minutes ago
1:41
यूपी विधानसभा चुनाव 2027 में समाजवादी पार्टी की चलेगी आंधी: इकरा हसन
ETVBHARAT
17 minutes ago
2:18
নবরাত্রিতে মাতিয়ে দিল রোবো চিচা, ডান্ডিয়া খেলার ভিডিও ভাইরাল
ETVBHARAT
18 minutes ago
4:34
'ਖੇਤੀ ਵਿਭਿੰਨਤਾ ਅਤੇ ਵਿਦਿਆਰਥੀਆਂ ਨੂੰ ਨੌਕਰੀਆਂ ਦੇ ਸੁਨਹਿਰੀ ਮੌਕੇ ਦੇਣਾ ਹੋਵੇਗਾ ਸਾਡਾ ਮੁੱਖ ਟੀਚਾ'
ETVBHARAT
18 minutes ago
6:05
SPECIAL: कभी गलियों की रौनक थी फिरकी, अब मोबाइल की चमक में खो गया बचपन, कारीगरों के लिए बनी चुनौती
ETVBHARAT
19 minutes ago
8:44
ପୁରୀ ସହରରେ ଜଳବନ୍ଦୀ ସ୍ଥିତି; ମହାନଗର ନିଗମର ଖାମଖିଆଲ ନୀତିକୁ ସହରବାସୀଙ୍କ କଡା ସମାଲୋଚନା
ETVBHARAT
3 months ago
3:47
ନିଆଳିରେ ଧୁମ୍ଧାମରେ ଜମିଲା ପହଲି ରଜ ଉତ୍ସବ, ସାମିଲ ହେଲେ ବବି ମିଶ୍ର, ପୋଡ଼ ପିଠା, ଦୋଳି ଖେଳରେ ମଜିଲେ କୁଆଁରୀ
ETVBHARAT
4 months ago
0:56
Watch: କାମନା ଦେବଙ୍କ ପୀଠରେ ମେରୁଯାତ୍ରା, କଣ୍ଟାରେ ଗଡ଼ିଲେ, ନିଆଁରେ ଝୁଲିଲେ
ETVBHARAT
6 months ago
3:16
ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ETVBHARAT
6 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
8 months ago
6:23
ବିଜେପି କାର୍ଯ୍ୟାଳୟରେ ଜମିଲା ରଙ୍ଗର ପର୍ବ, ଯାଜପୁର ଓ ଅନୁଗୋଳରେ ନେତା ଖେଳିଲେ ହୋଲି
ETVBHARAT
8 months ago
5:49
ଧୁମଧାମରେ ପାଳିତ ହେଲା ମା' ନାକଟେଶ୍ବରୀଙ୍କ ଯାତ୍ରା
ETVBHARAT
8 months ago
2:17
ମଙ୍ଗଳାଯୋଡିରେ ରାଜ୍ୟପାଳ, ଇକୋ-ଟୁରିଜିମ ମଡେଲର କଲେ ପ୍ରଶଂସା
ETVBHARAT
9 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
1 year ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
1 year ago
3:57
ଅଁଳା ନବମୀ: ଓଡ଼ିଆଣୀ ବେଶରେ ମା' ରାଧାରାଣୀ, ରାଧାପାଦ ଦର୍ଶନ ପାଇଁ ଉତ୍ସବମୁଖର ବ୍ରଜବାସୀ
ETVBHARAT
1 year ago
3:47
ସିନ୍ଦୂର ଖେଳି ଦହି ପଖାଳ ଖୁଆଇ, ଝିଅ ପରି ମା'ଙ୍କୁ ମେଲାଣି ଦେଲେ ଭକ୍ତ
ETVBHARAT
1 year ago
4:20
ମାତା ପାର୍ବତୀଙ୍କ ପିତା ହେଲେ ଦିନମଜୁରିଆ ଜୟଦେବ, ଖୁସିରେ ନାଚୁଛି ଟୁଟୁସିଙ୍ଗା
ETVBHARAT
1 year ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago
2:47
ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ କିଲୋର ରୂପା ଶଙ୍ଖ ଦାନ କଲେ ଭକ୍ତ
ETVBHARAT
2 years ago