Skip to player
Skip to main content
Search
Connect
Watch fullscreen
Like
Bookmark
Share
More
Add to Playlist
Report
ଅଟ୍ରିରେ ମକର ମେଳା; ମାନସିକଧାରୀଙ୍କ ଛୁଆ ପାଇଁ ଗୁଆ ଖୋଜା
ETVBHARAT
Follow
2 hours ago
Atri Makar Mela ଖୋର୍ଦ୍ଧା: ମକର ସଂକ୍ରାନ୍ତି ଅବସରରେ ଖୋର୍ଦ୍ଧା ବାଘମାରୀ ଅଟ୍ରି ଉଷ୍ଣପ୍ରସବଣରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ଅଟ୍ରିର ପବିତ୍ର ଜଳରେ ବହୁସଂଖ୍ୟାରେ ଭକ୍ତ ବୁଡ ପକାଉଛନ୍ତି । ମକର ମେଳା ପାଇଁ ଏକାଦଶ ରୁଦ୍ର ହଟନାଥ ହଟକେଶ୍ୱରଙ୍କ ପବିତ୍ର ପୀଠ ଚଳଚଞ୍ଚଳ ହୋଇଉଠିଛି । ଅଟ୍ରି ଉଷ୍ଣପ୍ରସବଣ ଉଷ୍ଣ ପାଣି ପାଇଁ ଯେତିକି ପରିଚିତ ପୌରାଣିକ ମତ ପାଇଁ ମଧ୍ୟ ଇତିହାସରେ ସେତିକି ବର୍ଣ୍ଣିତ । ପୁରାଣ ଅନୁଯାୟୀ, ଦକ୍ଷ ରାଜାଙ୍କ ଯଜ୍ଞକୁଣ୍ଡ ଭାବରେ ପରିଚିତ ଏହି ସ୍ଥାନ ମକର ସଂକ୍ରାନ୍ତିରେ ଏକ ସ୍ୱତନ୍ତ୍ର ମାହାତ୍ମ୍ୟ ରହିଛି । ଏହି ଦିନ ଅର୍ଦ୍ଧରାତ୍ରିରୁ ସନ୍ତାନ ନଥିବା ନାରୀମାନେ ମହାଦେବ ହଟକେଶ୍ୱରଙ୍କ ପାଖରେ ମାନସିକ କରି କୁଣ୍ଡରୁ ଗୁଆ ଖୋଜି ସେବନ କଲେ ବନ୍ଧ୍ୟା ଦୋଷ ହରଣ ହୁଏ ବୋଲି ବିଶ୍ୱାସ ରହିଛି । ସେହିପରି ଏହି ପାଣିରେ ଗାଧୋଇଲେ ଚର୍ମରୋଗ ଭଲ ହୋଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ବୁଡ ପକାଇବାକୁ ଆସିଥାନ୍ତି । ଏଥିସହ ଶୀତ ଦିନ ହୋଇଥିବାରୁ ଅଟ୍ରିର ଉଷୁମ ପାଣିରେ ଗାଧୋଇବାର ମଜା ନେଇଥାନ୍ତି ପର୍ଯ୍ୟଟକ । ତେଣୁ ଏଠାକୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି । ଏଠାରେ ମକର ସଂକ୍ରାନ୍ତି ଠାରୁ ମାଘ ସପ୍ତମୀ ଦିନ ପର୍ଯ୍ଯନ୍ତ ଧରି ମକର ମେଳା ଚାଲିଥାଏ । ମକର ମେଳାରେ ହଜାର ହଜାର ଲୋକଙ୍କ ଗହଳି ଲାଗୁଥିବାରୁ ଧାଡି ଦର୍ଶନ ବ୍ୟବସ୍ଥା ସହ ଅନ୍ୟାନ୍ୟ ବ୍ୟବସ୍ଥା କରାଯାଇଛି ।ଏହା ମଧ୍ୟ ପଢ଼ନ୍ତୁ...ମକର ସକ୍ରାନ୍ତିରେ ରାଜଧାନୀରେ କାଇଟ୍ ଶୋ; 'ମିନି ଇଣ୍ଡିଆ ଫେୟାର’ରେ ସ୍ଥାନ ପାଇବ ଆସାମର ବିହୁ ଲୋକନୃତ୍ୟଏମିତି ପ୍ରସ୍ତୁତ କରନ୍ତୁ 'ମକର ଚାଉଳ'; ଥରେ ଖାଇଲେ, ପାଟିରୁ ଛାଡିବନିଏନେଇ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ କହିଛନ୍ତି, "ଅଟ୍ରି ମକର ମେଳାକୁ ସରସ ସୁନ୍ଦର କରିବା ପାଇଁ ମହୋତ୍ସବର ଆୟୋଜନ କରାଯାଇଛି । ବିଶ୍ବାସ ରହିଛି ଯେ, ସନ୍ତାନ ନଥିବା ନାରୀମାନେ ମାନସିକ କରି ବାବା ହଟକେଶ୍ବରଙ୍କ ପୀଠରେ ଥିବା ଗୁଆ ଖୋଜା କୁଣ୍ଡରୁ ଗୁଆ ଖୋଜି ପାଇ ତାକୁ ସେବନ କଲେ ସନ୍ତାନଲାଭ ହୋଇଥାଏ । ସାରା ରାଜ୍ୟରୁ ଶହ ଶହ ସଂଖ୍ୟାରେ ଭକ୍ତମାନେ ବାବା ହଟକେଶ୍ବରଙ୍କ ପୀଠକୁ ଆସିଛନ୍ତି । ସୁରକ୍ଷ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।"
ଇଟିଭି ଭାରତ ଖୋର୍ଦ୍ଧା
Category
🗞
News
Transcript
Display full video transcript
00:00
I often have lost my entrances with the God of His Father.
00:09
From the floor to the Ja cielo,
00:13
in Dynad Land,
00:15
the first time I got attacked from the God of Easter Emily.
00:21
They are现 of knowledge and faithfulity
00:57
as anарищ Akashic Mahabhasis, Shizhalo and Mohit,
00:58
and therakashjent Surahwana khinand,
00:59
Rukhuman Mujibar Kharani who is a very séjour,
01:01
Farahwaal Kharani in Surahwasuk,
01:02
and our master's work,
01:03
are there any education for this country?
01:05
I could also have a heart attack.
01:06
Would you like to turn this over to the ancient people?
01:08
Is there anyone who is born to the next generation?
01:09
The country is born to the next generation?
01:11
You have a natural generation?
01:12
You have a natural generation?
01:14
I have to move to the next generation?
01:14
I have to talk to that.
01:16
I should have a new generation of the future.
01:18
I have been talking to the president about the country.
01:20
I have been talking to some countries.
01:23
I have been thinking to a very needs.
01:24
Thank you very much.
01:54
Thank you very much.
Be the first to comment
Add your comment
Recommended
3:17
|
Up next
ଚକେଇସିଆଣୀରେ ଚକ୍ଚକ୍ କରୁଛି ୬୫ ଫୁଟ ରୂପା ରାଜପ୍ରସାଦ
ETVBHARAT
4 months ago
4:26
ନୂଆପଡା ଉପନିର୍ବାଚନ ଫାଇଟ୍; ସ୍ୱାଧୀନ ପ୍ରାର୍ଥୀ ଲୋଚନ ମାଝୀଙ୍କ ଜୋରଦାର ପ୍ରଚାର, କହିଲେ 'ସବୁ ବର୍ଗର ଭୋଟ ମିଳିବ, ବିଜୟୀ ହେବି'
ETVBHARAT
2 months ago
2:24
ଚିନ୍ତା ବଢ଼ାଇଛି ପ୍ରଦୂଷଣ, ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବାକୁ ଅନୁଗୋଳରୁ ସାଇକେଲ ଯାତ୍ରା
ETVBHARAT
1 year ago
2:53
ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1 year ago
2:54
ହରିବୋଲ ହୁଳହୁଳିରେ ଗୁଞ୍ଜରିତ ହବିଷ୍ୟାଳି ଶିବିର, ରାଧା-କୃଷ୍ଣ ଜପରେ କଟୁଛି ଦିନ
ETVBHARAT
3 months ago
2:49
ବିରାଜିଲେ ଧନଦାତ୍ରୀ, ଶିଳ୍ପ ନଗରୀର ୪୫ ମଣ୍ଡପରେ ପୂଜା ପାଉଛନ୍ତି ମା'
ETVBHARAT
3 months ago
3:58
ଭାରତୀୟ ଜାତୀୟ ଟେବୁଲ ଟେନିସ କୋଚଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର
ETVBHARAT
3 months ago
1:03
ସୁନା ବେଶରେ ଦର୍ଶନ ଦେଲେ ମା' କଟକ ଚଣ୍ଡୀ
ETVBHARAT
4 months ago
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
1 year ago
3:37
ବାରବାଟୀ ମ୍ୟାଚ୍ ଦେଖିବା ପାଇଁ ଷ୍ଟାଡିୟମ ନିକଟରେ ଜମିଲାଣି ଫ୍ୟାନ୍ସ ଙ୍କ ଭିଡ଼
ETVBHARAT
5 weeks ago
2:53
'ତତେ ମାରିବ ଯିଏ ଗୋପପୁରରେ ବଢ଼ୁଛି ସିଏ' ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1 year ago
4:31
କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି... ଏମିତି କହିଲେ ସିଦ୍ଧାନ୍ତ
ETVBHARAT
4 months ago
1:10
ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ
ETVBHARAT
3 months ago
1:34
ଦୀପାବଳିରେ ମାଟି ଦିପର ଚାହିଦା, ବ୍ରହ୍ମପୁର ବଜାରରେ ଗ୍ରାହକଙ୍କ ଭିଡ
ETVBHARAT
3 months ago
1:44
ମହାପ୍ରଭୁଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ
ETVBHARAT
8 months ago
4:03
ରଥଯାତ୍ରା 2025: ମହାପ୍ରଭୁଙ୍କ ପାଇଁ ଛାତ୍ର ଗଢିଦେଲେ 3 ରଥ
ETVBHARAT
7 months ago
1:46
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
1 year ago
1:11
ଝାରସୁଗୁଡ଼ାରେ ନେତାଜୀ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମୋତ୍ସବ
ETVBHARAT
1 year ago
4:09
କୋଣାର୍କ ମହୋତ୍ସବ: ଓଡ଼ିଶୀ ନୃତ୍ୟ ଦେଖି ଅଭିଭୂତ ହେଲେ ରାଜ୍ୟପାଳ
ETVBHARAT
6 weeks ago
2:15
ବ୍ୟଞ୍ଜନ ଦ୍ବାଦଶୀ: 108 ପ୍ରକାର ବ୍ୟଞ୍ଜନରେ ତୃପ୍ତ ହେଲେ ପ୍ରଭୁ ସିଦ୍ଧ ଜଗନ୍ନାଥ
ETVBHARAT
6 weeks ago
2:28
ବ୍ରହ୍ମପୁର Mkcg ମେଡିକାଲ ପରିସରର ମେଡିସିନ ୱାର୍ଡରେ ନିଆଁ
ETVBHARAT
1 year ago
1:05
କଳାହାଣ୍ଡିରେ ପ୍ରଥମ ତୁଷାରପାତ, ଥରୁଛି ସମଗ୍ର ଜିଲ୍ଲା
ETVBHARAT
5 weeks ago
1:52
फेसबुकवर झाली ओळख अन् एमडी प्रवेशासाठी डॉक्टराची लाखोंची फसवणूक; आंतरराज्यातील सराईत आरोपी पोलिसांच्या जाळ्यात
ETVBHARAT
15 minutes ago
0:54
'अधिकारियों के इशारे पर चल रही सुक्खू सरकार, मंत्री रो रहे दुखड़ा', जयराम ने कांग्रेस पर कसा तंज
ETVBHARAT
33 minutes ago
0:58
मकर संक्रांति के पहले दिन संगम में लाखों श्रद्धालुओं ने लगाई डुबकी
ETVBHARAT
35 minutes ago
Be the first to comment