Skip to player
Skip to main content
Search
Connect
Watch fullscreen
Like
Share
Bookmark
More
Add to Playlist
Report
ETVBHARAT
Follow
Watch: ଗାଁକୁ ଆସି ପାଇଖାନା ଟାଙ୍କିରେ ଫସିଗଲା ହାତୀ, ଘଣ୍ଟାଏ ପରିଶ୍ରମ ପରେ ଉଦ୍ଧାର କଲା ବନବିଭାଗ
5 months ago
ଢେଙ୍କାନାଳ: ପାଇଖାନା ଟାଙ୍କିରେ ପଡିଲା ହନ୍ତସନ୍ତ ହେଲା ହାତୀ । ଜେସିବିରେ ଖୋଳି ଘଣ୍ଟାଏ ପରିଶ୍ରମ ପରେ ଉଦ୍ଧାର କଲା ବନବିଭାଗ । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ବନଖଣ୍ଡ ସଦର ବନାଞ୍ଚଳ ଅନ୍ତର୍ଗତ ଗଦାଶିଳା ସେକ୍ସନର ଚାଇଁପୁର ଗାଁରେ । ଗତକାଲି(ସୋମବାର) ବିଳମ୍ବିତ ରାତିରେ ଏହି ହାତୀଟି ଚାଇଁପୁର ଗାଁ ଭିତରକୁ ପଶି ଆସିଥିଲା । ଚାଇଁପୁର ଗ୍ରାମର ଶ୍ରୀକାନ୍ତ ସାହୁଙ୍କ ବାଡ଼ି ପଛରେ ଥିବା ପାଇଖାନା ଟାଙ୍କି ଉପର ଦେଇ ଯାଉଥିବାବେଳେ ସ୍ଲାବ ଭାଙ୍ଗି ଯାଇଥିଲା । ଫଳରେ ହାତୀଟି ପାଇଖାନା ଟାଙ୍କି ଭିତରେ ପଡିଯାଇ ଆଉ ବାହାରି ପାରି ନଥିଲା । ହାତୀର ଗର୍ଜନ ଶୁଣି ଘର ମାଲିକ ବାଡ଼ି ପଛପଟକୁ ଯାଇ ହାତୀଟି ପାଇଖାନା ଟାଙ୍କିରେ ପଡିଥିବା ଦେଖି ବନବିଭାଗକୁ ଖବର ଦେଇଥିଲେ । ବନ କର୍ମଚାରୀ ମାନେ ପହଞ୍ଚି ଜେସିବି ମାଧ୍ୟମରେ ଖୋଳି ହାତୀକୁ ଉଦ୍ଧାର କରିଥିଲେ । ଦୀର୍ଘ ଘଣ୍ଟାଏ ପରିଶ୍ରମ କରି ଉଦ୍ଧାର ପରେ ହାତୀଟି ପାଖ ଜଙ୍ଗଲକୁ ପଳାଇ ଯାଇଛି । ହାତୀର ବୟସ ପ୍ରାୟ ୭ରୁ ୮ବର୍ଷ ହେବ ବୋଲି ଜଣାପଡିଛି ।
ଏହା ମଧ୍ୟ ପଢନ୍ତୁ:ରଖିଲେ ଅନନ୍ତ..ହାରିଲା ବଳବନ୍ତ; ହାତୀ ପାଦ ତଳେ ଚାଲିଥିଲା ମୃତ୍ୟୁ ସହ ଯୁଦ୍ଧ, ବର୍ତ୍ତିଗଲେ ଯୁବକWATCH: କୂଅରେ ପଡିଗଲା ଦନ୍ତା, ନାକେଦମ୍ ହେଲେ ବନ କର୍ମଚାରୀସୋଲାର ଫେନ୍ସିଂ ବିଦ୍ୟୁତ ତାରରେ ଲାଗି ହାତୀର ମୃତ୍ୟୁଇଟିଭି ଭାରତ, ଢେଙ୍କାନାଳ
Category
🗞
News
Transcript
Display full video transcript
00:00
Thank you very much.
Show less
Comments
Log in to post a comment
Recommended
2:04
କର୍ତ୍ତବ୍ୟ ବ୍ୟସ୍ତତା ମଧ୍ୟରେ କୁନି କୁନି ଛାତ୍ରଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ଯବାନ
ETVBHARAT
12 hours ago
1:05
ବାଲିମେଳା-ଚିତ୍ରକୋଣ୍ଡା ଘାଟିରୁ ଉଦ୍ଧାର ହେଲେ ୫ ଫୁଟର ମଗର
ETVBHARAT
3 days ago
1:10
Watch: ସମ୍ବଲପୁରରେ ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ, ରାଧେ ରାଧେ ଧ୍ବନିରେ କମ୍ପିଲା ପରିବେଶ
ETVBHARAT
6 weeks ago
0:58
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବିଜେଡି ନେତ୍ରୀ ସୁଜାତା ରାଉତ
ETVBHARAT
2 months ago
1:42
ସ୍ମାର୍ଟସିଟିରେ କାଳବୈଶାଖୀ ତାଣ୍ଡବ, ଉପଡ଼ିଲା ଗଛ, ଭାଙ୍ଗିଲା ହୋଡିଂ
ETVBHARAT
3 months ago
3:18
প্রয়াণ দিবসে নিজভূমে ব্রাত্য হাস্যসম্রাট, চাঁচলে জন্মভিটেয় শিবরাম চক্রবর্তী বিস্মৃতির অন্ধকারে
ETVBHARAT
5 hours ago
0:56
भारत में सोनिया गांधी की आत्मकथा के प्रकाशक हम नहीं: पेंगुइन
ETVBHARAT
6 hours ago
0:53
रक्षाबंधन मनाकर लौट रहे परिवार के साथ हादसा; गागन नदी के चट्टा पुल से नीचे गिरी बाइक, महिला की मौत बच्चा लापता
ETVBHARAT
6 hours ago
6:38
'ਵੰਦੇ ਮਾਤਰਮ' ਨੂੰ ਲਾਜ਼ਮੀ ਕਰਨ ਦੀ ਤਜਵੀਜ਼ ਅਤੇ ਸਿੱਖਾਂ ਦਾ ਇਤਰਾਜ਼- ਵਿਵਾਦ ਦੀ ਅਸਲ ਵਜ੍ਹਾ ਕੀ ?
ETVBHARAT
6 hours ago
6:27
कनिष्ठ अभियंता परीक्षेतील कॉपी प्रकरणात 5 जणांवर गुन्हा दाखल; अतिरिक्त आयुक्तांनी पत्रकार परिषदेत दिली माहिती
ETVBHARAT
6 hours ago
1:03
Watch: ଆଜି ବିଶ୍ଵ ପରିବେଶ ଦିବସ: ବାଲୁକା ଆନିମେସନରେ ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ବାଲୁକାଶିଳ୍ପୀ
ETVBHARAT
3 months ago
2:22
ରଥଖଳା: ଅନୁକୂଳ ପୂଜା ପରେ ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ବିନ୍ଧ କାର୍ଯ୍ୟ
ETVBHARAT
4 months ago
3:16
ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ETVBHARAT
5 months ago
1:48
ବାଲୁକା କଳାରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ ସାହୁ
ETVBHARAT
5 months ago
3:10
Watch: ଘଣ୍ଟ ଘଣ୍ଟା ନାଦରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ପଞ୍ଚୁଦୋଳ ମେଳଣ ଆରମ୍ଭ, ଜମୁଛି ଭକ୍ତଙ୍କ ଭିଡ଼
ETVBHARAT
6 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
6 months ago
1:34
Watch: ଖାଦ୍ୟ ଅନ୍ବେଷଣରେ ଆସି କୂଅରେ ପଡିଲା ଛୁଆ ହାତୀ, ମୃତଦେହ ଉଦ୍ଧାର
ETVBHARAT
6 months ago
0:26
Watch: ବ୍ରହ୍ମପୁରରୁ ବିରଳ ଆଲବିନୋ କମନ୍ ଉଲ୍ଫ ସାପ ଉଦ୍ଧାର, ରଙ୍ଗରୁ ନେଇ ରୋଚକ ତଥ୍ୟ
ETVBHARAT
6 months ago
1:50
Watch: ବାଗଦେବୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ଗାଁଠୁ ସହର
ETVBHARAT
7 months ago
1:10
ଯାଜପୁରରେ ସ୍ବର୍ଣ୍ଣଧନୁକୁ ବିପୁଳ ସ୍ବାଗତ, ବିରଜା ମନ୍ଦିରରେ ପୂଜାର୍ଚ୍ଚନା
ETVBHARAT
8 months ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
10 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
10 months ago
1:31
ନଦୀ ପାର ବେଳେ ଭାସିଗଲେ ହାତୀପଲ, ଉଦ୍ଧାର ପାଇଁ ନାକେଦମ୍ ବନବିଭାଗ
ETVBHARAT
1 year ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago
1:25
ବାଲୁକାରେ ମହାପ୍ରଭୁଙ୍କ ପ୍ରତିକୃତି, ବାହୁଡା ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ETVBHARAT
1 year ago
Comments