Skip to player
Skip to main content
Search
Connect
Watch fullscreen
Add to Playlist
Report
ETVBHARAT
Follow
Watch: ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସମ୍ବଲପୁର ସହର, ଖଣ୍ଡା ଓ ଗଦା ବୁଲାଇଲେ ଧର୍ମେନ୍ଦ୍ର
6 months ago
ସମ୍ବଲପୁର: ଧୂମଧାମ୍ରେ ପାଳିତ ହୋଇଯାଇଛି ହନୁମାନ ଜୟନ୍ତୀ । ଏହି ଅବସରରେ ସମ୍ବଲପୁର ସହରରେ ଗତକାଲି (ମଙ୍ଗଳବାର) ସନ୍ଧ୍ୟାରେ ବିଭିନ୍ନ ସ୍ଥାନରୁ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ବାହାରିଥିଲା । ଶୋଭାଯାତ୍ରା ବୃକସହିଲସ୍ଥିତ ହନୁମାନ ମନ୍ଦିରକୁ ପହଞ୍ଚିବା ପରେ ମହାଆଳତି ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଭାଗ ନେଇଥିଲେ ।
ହନୁମାନ ଜୟନ୍ତୀ ପାଇଁ ଶୋଭାଯାତ୍ରା:
ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୁନାପାଲି ଠାରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଖଣ୍ଡା ଏବଂ ଗଦା ବୁଲେଇବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ସେହିପରି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଗଦା ବୁଲେଇ ପ୍ରଭୁ ହନୁମାନଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ । ଅନ୍ୟପଟେ ଧନକଉଡ଼ା ପଟରୁ ବାହାରୁଥିବା ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ବିଧାୟକ ଜୟନାରୟଣ ମିଶ୍ର ଆଦିବାସୀ ମହିଳା ମାନଙ୍କ ସହ ନୃତ୍ୟ କରିଥିଲେ । ଶେଷରେ ସହର ସମସ୍ତ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଜିଲ୍ଲା ସ୍କୁଲ ଛକରେ ଏକତ୍ରିତ ହୋଇଥିଲେ । ସମସ୍ତ ଶୋଭାଯାତ୍ରା ଗୁଡିକରେ ଭିନ୍ନ ଭିନ୍ନ ସାଂସ୍କୃତିକ ଦଳ ମାନଙ୍କ ସଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥିଲା । ଜିଲ୍ଲା ସ୍କୁଲ ଛକ ଠାରେ ଏକ ବିଶାଳ ଆତଶବାଜୀ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା ।
କଡ଼ା ସୁରକ୍ଷା ବ୍ୟବସ୍ଥା:
ଶୋଭାଯାତ୍ରାକୁ ଦେଖିବା ପାଇଁ ଜିଲ୍ଲା ସ୍କୁଲ ଛକରେ ବିଶାଳ ଜନ ସମାଗମ ହୋଇଥିଲା । ହନୁମାନ ଜୟନ୍ତୀ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବାପାଇଁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଓ ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ସମ୍ବଲପୁର ଏସ୍ପି ନିଜେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ । 52 ପ୍ଲାଟୁନ ପୋଲିସ ଫୋର୍ସ ସହରରେ ମୁତୟନ କରାଯାଇଥିବା ନେଇ ଏସପି କହିଥିଲେ ।
ଏହା ମଧ୍ୟ ଦେଖନ୍ତୁ: ପବିତ୍ର ପଣା ସଂକ୍ରାନ୍ତି; ଘଟଗାଁ ମା' ତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆମ ସରକାର ଫୋକସରେ ସମସ୍ତଙ୍କ ଉନ୍ନତି
ଇଟିଭି ଭାରତ, ସମ୍ବଲପୁର
Category
🗞
News
Transcript
Display full video transcript
00:29
I'll see you next time
Show less
Recommended
2:04
|
Up next
Watch: ଗାଁରେ ବୁଲୁଥିଲା ୧୭ ଫୁଟ୍ ଲମ୍ବର ବିଶାଳ ଅଜଗର, ଛାନିଆ ଲୋକେ
ETVBHARAT
1 day ago
7:02
ଏକାଠି ନାଚିଲେ ପଶ୍ଚିମ ଓଡ଼ିଶାର ସବୁ ବିଜେପି ବିଧାୟକ, ପାଳିଲେ ନୂଆଖାଇ ଭେଟଘାଟ ଉତ୍ସବ
ETVBHARAT
3 weeks ago
1:20
ଭୁବନେଶ୍ୱରରେ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା EV କାର୍
ETVBHARAT
4 weeks ago
2:28
ଗୁରୁଦିବସରେ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଗଞ୍ଜାମ ଜିଲ୍ଲାପାଳ
ETVBHARAT
6 weeks ago
4:09
ଶିଶୁ ସୈନିକଙ୍କ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ
ETVBHARAT
2 months ago
3:40
चेमल माइंस आगजनी केस: 5 आरोपी गिरफ्तार, फर्जी नक्सली घटना दिखाने की रची थी साजिश
ETVBHARAT
17 minutes ago
1:33
दिल्ली से नहीं टीवी देखकर राज्यपाल बनने की मित्र ने दी थी गुड न्यूज़, जानिए ढाल सिंह बिसेन कब लेंगे शपथ
ETVBHARAT
37 minutes ago
2:19
लखनऊ में माता की चौकी में शामिल हुए अखिलेश यादव, महंगाई और पंचायत चुनाव को लेकर बीजेपी पर साधा निशाना
ETVBHARAT
56 minutes ago
2:40
અમદાવાદઃ ગટરમાં ગરકાવ થયેલી બાળકની છ દિવસે પણ ભાળ નહીં, ગટરમાં CCTV પદ્ધતિથી ચેકિંગની સૂચના
ETVBHARAT
1 hour ago
1:55
खिवनी अभ्यारण में बाघिन मीरा का एग्रेसिव मूड, नीलगाय को धर दबोचा, कैमरे में कैद वीडियो
ETVBHARAT
1 hour ago
3:37
କୁଲା ଓ 3Dରେ କଳାକୃତି କରି ରାଷ୍ଟ୍ରପତିଙ୍କ ପାଇଁ ଉପହାର ଆଣିଲେ ଦୁଇ ଗଞ୍ଜାମ ଯୁବକ
ETVBHARAT
2 months ago
1:44
ବ୍ରହ୍ମପୁରରେ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ: ଶାନ୍ତିପୂର୍ଣ୍ଣ ଧାରଣା ସହିତ ପ୍ରତିବାଦ
ETVBHARAT
3 months ago
1:34
ଜଳଖିଆ ଦୋକାନରେ ଅଗ୍ନିକାଣ୍ଡ, ନାବାଳକ ଜୀବନ୍ତ ଦଗ୍ଧ
ETVBHARAT
4 months ago
3:16
ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ, ନୃସିଂହ ଚତୁର୍ଦ୍ଦଶୀରେ ଗୁଜ ଅନୁକୂଳ ପୂଜା ହେଲା ସମ୍ପନ୍ନ
ETVBHARAT
6 months ago
2:58
Watch: ଚଷମା ଦୋକାନରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ
ETVBHARAT
6 months ago
2:49
ଓଡ଼ିଆ ନବବର୍ଷ ପାଳନ, ଦର୍ଶକଙ୍କ ମନ ମୋହିଲା ମୁସଲମାନ ଯୁବକଙ୍କ ମହାଳି ନୃତ୍ୟ
ETVBHARAT
6 months ago
1:15
Watch: ଘର ଭିତରେ ଫଁ ପଁ ଗର୍ଜନ କରୁଥିଲା 14 ଫୁଟିଆ ଅହିରାଜ, ଉଦ୍ଧାର କଲା ବନବିଭାଗ
ETVBHARAT
6 months ago
0:52
ବିଶ୍ଵ ପଖାଳ ଦିବସ: ବାଲୁକା କଳାରେ ସୁଦର୍ଶନ ପଟ୍ଟନାୟକଙ୍କ ଶୁଭେଚ୍ଛା
ETVBHARAT
7 months ago
4:28
Watch: ନେତାଙ୍କୁ ଏକାଠି କଲା ପଖାଳ କଂସା, ବାଣ୍ଟିଲା ଭାଇଚାରା
ETVBHARAT
7 months ago
2:22
Watch: ଶାନ୍ତି ଶୃଙ୍ଖଳାରେ ମାତୃଭାଷା ପରୀକ୍ଷା ଶେଷ, ସହଜ ପ୍ରଶ୍ନ ଦେଖି ଖୁସି ପରୀକ୍ଷାର୍ଥୀ
ETVBHARAT
8 months ago
2:03
କଟପାଙ୍କ ନାଚରେ ଦୁଲୁକିଲା ରେଣ୍ଡୋ ମାଝୀ ମଞ୍ଚ
ETVBHARAT
9 months ago
3:54
ଦୁଲୁକିଲା ରେଣ୍ଡୋ ମାଝୀ ମଞ୍ଚ, ଉଦଘାତିଟ ହେଲା ଘୁମୁରା 2026
ETVBHARAT
9 months ago
3:37
ବାରବାଟୀ ମ୍ୟାଚ୍ ଦେଖିବା ପାଇଁ ଷ୍ଟାଡିୟମ ନିକଟରେ ଜମିଲାଣି ଫ୍ୟାନ୍ସ ଙ୍କ ଭିଡ଼
ETVBHARAT
10 months ago
4:05
'ଖେଳରେ ବି କ୍ୟାରିୟର ଏବଂ ଅର୍ଥ ଉପାର୍ଜନ କରିହେବ'
ETVBHARAT
11 months ago
2:15
ବ୍ୟଞ୍ଜନ ଦ୍ବାଦଶୀ: 108 ପ୍ରକାର ବ୍ୟଞ୍ଜନରେ ତୃପ୍ତ ହେଲେ ପ୍ରଭୁ ସିଦ୍ଧ ଜଗନ୍ନାଥ
ETVBHARAT
11 months ago