Skip to player
Skip to main content
Search
Connect
Watch fullscreen
Like
Share
Bookmark
More
Add to Playlist
Report
ETVBHARAT
Follow
ରଥଖଳା: ଅନୁକୂଳ ପୂଜା ପରେ ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ବିନ୍ଧ କାର୍ଯ୍ୟ
3 months ago
ପୁରୀ: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ତିନି ରଥର ମୁଖ୍ୟ ମହାରଣାଙ୍କ ଦ୍ଵାରା ତୁମ୍ବ ବିନ୍ଧ ଅନୁକୂଳ ପୂଜା ପରେ ତୁମ୍ବ ଗୁଡିକରେ ୧୬ ଯୋଡ଼ା ବିନ୍ଧ କାର୍ଯ୍ୟ ଆରମ୍ଭ ହୋଇଛି । ତିନି ରଥର ୫୦ ଭାଗ ତୁମ୍ବ ଗୁଡ଼ିକରେ ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ଚାଳି ମହାରଣା ସେବକମାନେ ତୁମ୍ବ ଗୁଡ଼ିକରେ ବିନ୍ଧ କାର୍ଯ୍ୟ ଜାରି ରଖିଛନ୍ତି । ମୋଟ ୪୨ ଗୋଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପରେ ତୁମ୍ବ ବିନ୍ଧ ଗୁଡ଼ିକର ସଂଶୋଧନ କାର୍ଯ୍ୟ ସହ ତୁମ୍ବ ବିନ୍ଧରେ ଅର କଣ୍ଟା ବସିବା ପାଇଁ ଅଗର ବିନ୍ଧ କରାଯିବ ବୋଲି ତିନି ରଥ ମୁଖ୍ୟ ମହାରଣାମାନେ ସୂଚନା ଦେଇଛନ୍ତି । ଏଥିସହ କରତୀ ମହାରଣା ସେବକମାନେ ଆଉ ୪ ଗୋଟି ତୁମ୍ବର ଘେରକଟା କାର୍ଯ୍ୟ ଶେଷ କରିଛନ୍ତି ।
ସେପଟେ ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା କମାର ସେବକମାନେ ତିନି ରଥର ଅର କଣ୍ଟା ପ୍ରସ୍ତୁତି ସହ ତୁମ୍ବ ଅଖ ବିନ୍ଧରେ ବସିବା ପାଇଁ 'ପନ୍ଦାରି ବଳା' ନିର୍ମାଣ ଜାରି ରଖିଛନ୍ତି । ଓଝା କମାର ସେବକମାନେ ତିନି ତିନୋଟି ଚକ ପାଇଁ ଆବଶ୍ୟକ ପନ୍ଦାରି ବଳା ନିର୍ମାଣ ସହ ଦୁଇ ଦୁଇଟି ଚକର ଅର କଣ୍ଟା ପ୍ରସ୍ତୁତ ସହ ବାକି ଚକ ଗୁଡ଼ିକର ଅର କଣ୍ଟା ନିର୍ମାଣ ପାଇଁ ଆବଶ୍ୟକ ପ୍ରକାରେ ଜିଆଇ ଲୁହା ରଡ୍ ମାପ ପ୍ରକାରେ କାଟି ସାଇତିଛନ୍ତି ।
ଏହା ମଧ୍ୟ ପଢନ୍ତୁ...ଚଳଚଞ୍ଚଳ ରଥଖଳା; ଆଗେଇ ଚାଲିଛି ମହାପ୍ରଭୁଙ୍କ ତିନି ରଥ କାର୍ଯ୍ୟନିହଣ ମୁନରେ କମ୍ପୁଛି ରଥଖଳା; ଆଗେଇ ଚାଲିଛି ମହାପ୍ରଭୁଙ୍କ ତିନି ରଥ ନିର୍ମାଣ କାର୍ଯ୍ୟଏକ କୋଟି ଟଙ୍କା ଅନୁଦାନରେ ତିଆରି ହେବ ନୂଆ ବ୍ରହ୍ମ ତାଳଧ୍ଵଜ ରଥ; ପହଞ୍ଚିଲା ଶାଳକାଠ, ତିନିମାସ ମଧ୍ୟରେ କାମ ସାରିବା ଚ୍ୟାଲେଞ୍ଜ
ଇଟିଭି ଭାରତ, ପୁରୀ
Category
🗞
News
Transcript
Display full video transcript
00:27
Thank you very much.
00:40
Thank you very much.
01:02
Thank you very much.
01:32
Thank you very much.
Show less
Comments
Add your comment
Recommended
1:32
|
Up next
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସତ୍ୟବାଦୀରୁ ପୁରୀ ଶ୍ରୀକ୍ଷେତ୍ର ଗଲା ବଉଳ କାଠ
ETVBHARAT
5 weeks ago
2:08
ନିମାପଡ଼ାରେ ଉତ୍କଳ ଗୌରବଙ୍କ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
ETVBHARAT
3 months ago
3:16
ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ETVBHARAT
4 months ago
3:57
ଗଜମୁଆଁରେ ପାରଳା ମହାରାଜାଙ୍କ ପ୍ରତିକୃତି, ଧୂମଧାମରେ ପରମ୍ପରା ପାଳିଲେ ଗଜପତିବାସୀ
ETVBHARAT
4 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
5 months ago
3:10
ପୁରୀ ସମୁଦ୍ରରେ ଦେଖିବାକୁ ମିଳିଲା ଡଲଫିନ; ସମୁଦ୍ର ଭିତରେ ଡଲଫିନ ଦେଖି ପର୍ଯ୍ୟଟକ ଉତ୍ସାହିତ
ETVBHARAT
6 months ago
2:17
ମଙ୍ଗଳାଯୋଡିରେ ରାଜ୍ୟପାଳ, ଇକୋ-ଟୁରିଜିମ ମଡେଲର କଲେ ପ୍ରଶଂସା
ETVBHARAT
7 months ago
1:24
ଘୁମୁରା ଉତ୍ସବ ପୂର୍ବରୁ ନୌକାଚାଳନା ଓ ତୀରନ୍ଦାଜୀ ପ୍ରତିଯୋଗିତା ଅନୁଷ୍ଠିତ
ETVBHARAT
7 months ago
3:37
ଜମୁଛି କୋଣାର୍କ ମହୋତ୍ସବ, ତୃତୀୟ ସନ୍ଧ୍ୟାରେ ମନ୍ତ୍ରମୁଗ୍ଧ କଲା ଓଡ଼ିଶୀ
ETVBHARAT
8 months ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
9 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
9 months ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
9 months ago
3:37
ପାରମ୍ପାରିକ ବାଦ୍ୟରେ ପ୍ରକମ୍ପିତ ପରିବେଶ, ମା' ଡୋକରିଙ୍କ ଛତର ଯାତ୍ରା ଅନୁଷ୍ଠିତ
ETVBHARAT
10 months ago
3:28
ମା' ବିରଜାଙ୍କ କ୍ଷେତ୍ରରେ ନବରାତ୍ର ପୂଜା, ଆଜିଠୁ ମନ୍ଦିରରେ ନବଦିନାତ୍ମକ ରଥଯାତ୍ରା
ETVBHARAT
10 months ago
3:28
ଆଜିଠୁ ମା' ବିରଜାଙ୍କ ନବରାତ୍ର ପୂଜା ସହ ନବଦିନାତ୍ମକ ରଥଯାତ୍ରା
ETVBHARAT
10 months ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
1 year ago
1:46
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
2 years ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago
0:43
ऑपरेशन दिव्य प्रहार 2.0 : झालावाड़ में तस्करों की काली कमाई पर पुलिस का वार, 2.28 करोड़ की संपत्ति फ्रीज
ETVBHARAT
16 minutes ago
3:01
जंतर-मंतर जाने से रोका तो आर्ट्स फैकल्टी को ही बना दिया प्रदर्शन स्थल, VC से माफी की मांग पर अड़े छात्र'
ETVBHARAT
16 minutes ago
5:31
નર્મદા 13 ઇંચ વરસાદમાં જળબંબાકાર, અનેક ગામ સંપર્ક વિહોણા
ETVBHARAT
19 minutes ago
10:05
మరణంలో కనీస గౌరవం - ఉచితంగా 'దేవా సోషల్ సర్వీస్' అంత్యక్రియలు
ETVBHARAT
21 minutes ago
2:01
মেলেনি আবাস যোজনার বরাদ্দ ! মগরায় বৃষ্টিতে মাটির বাড়ি ভেঙে মৃত্যু বাবা-মেয়ের
ETVBHARAT
22 minutes ago
3:02
ಚಾಮರಾಜನಗರದಲ್ಲಿ 'ಕಾವೇರಿ'ದ ಕಿಚ್ಚು: ರೈತರ ಆಕ್ರೋಶ, ಜನ ನಾಯಗನ್ ಚಿತ್ರಕ್ಕೆ ಬ್ರೇಕ್
ETVBHARAT
24 minutes ago
2:58
मेरठ जिला अस्पताल का फाल्ट नहीं ढूंढ पाया बिजली विभाग; 1 सप्ताह से एक्स-रे बंद, मरीज बेहाल
ETVBHARAT
25 minutes ago
Comments